ସ୍କୁଲ ଖୋଲିବାର ପ୍ରଥମ ଦିନରୁ ମଧ୍ୟାହ୍ନ ଭୋଜନ ଦିଆଯିବାକୁ ନିର୍ଦ୍ଦେଶ
ଭୁବନେଶ୍ବର: ସରି ସରି ଆସିଲାଣି ଗ୍ରୀଷ୍ମ ଛୁଟି । ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ । ତେବେ ସ୍କୁଲ ଖୋଲିବାର ପ୍ରଥମ ଦିନରୁ ହିଁ ରାଜ୍ୟର ସବୁ ସ୍କୁଲ ଗୁଡିକରେ ମଧ୍ୟାହ୍ନ ଭୋଜନ ଦିଆଯିବା ନେଇ ନିର୍ଦ୍ଦେଶ ଦେଇଛନ୍ତି ମୋହନ ସରକାର ।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ…