ହେମନ୍ତ ସରକାରରେ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ
ରାଞ୍ଚି: ହେମନ୍ତ ସୋରେନ ସରକାରରେ ସୋମବାର ଦିନ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଚମ୍ପାଇ ସୋରେନଙ୍କ ସହ ଅନ୍ୟ ୧୦ ଜଣ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି।
ଜେଏମଏମ ନେତୃତ୍ୱାଧୀନ ମିଳିତ ମଞ୍ଚର ବରିଷ୍ଠ ନେତା ତଥା ଅନ୍ୟାନ୍ୟ…