ଖଣ୍ଡଗିରିରୁ ଏମ୍ସ୍କୁ ହେବ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର, ହଟିବ ଜବରଦଖଲ
ଭୁବନେଶ୍ୱର: ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର। ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ନିଷ୍ପତ୍ତି ନେଇ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା। ଖଣ୍ଡଗିରିରୁ କଳିଙ୍ଗନଗର ଯାଏ ୩ ଲେନ ସର୍ଭିସ ରୋଡ ପାଇଁ ନିଷ୍ପତ୍ତି ହୋଇଛି। ଏହା ମଧ୍ୟରୁ ଗୋଟିଏ ଲେନ୍ ଆମ୍ବୁଲାନ୍ସ ପାଇଁ ରିଜର୍ଭ…