ଓଡ଼ିଶାର ସ୍ୱାର୍ଥ ପାଇଁ ଲଢ଼େଇ ଜାରି ରହିବ, ଲୋକଙ୍କ ସ୍ୱରକୁ ସରକାରଙ୍କ ପାଖରେ ପହଞ୍ଚାଇବ ବିଜେଡି ମିଡିଆ ସେଲ୍
ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ଦଳର ରୂପରେଖକୁ ପରିବର୍ତ୍ତନ କରିଛନ୍ତି । ରାଜ୍ୟ ପଦାଧିକାରୀ କମିଟିକୁ ଭାଙ୍ଗିବା ସହ ନିଜର ରାଜନୈତିକ ସଚିବ, ଲୋକ ସମ୍ପର୍କ ଅଧିକାରୀ, ଦଳର ମୁଖପାତ୍ର, ଜାତୀୟ ମୁଖପାତ୍ରର ନୂଆ ଟିମ୍ ଘୋଷଣା କରିଛନ୍ତି। ଏ ନେଇ ସୋମବାର ଶଙ୍ଖଭବନରେ…