ନିଟ୍ ବିବାଦର ଶୁଣାଣି ଆଜି, ପୁନଃ ପରୀକ୍ଷା ନେଇ ହୋଇପାରେ ନିଷ୍ପତ୍ତି
ନୂଆଦିଲ୍ଲୀ: ନିଟ୍- ୟୁଜି ପରୀକ୍ଷାରେ ବିଭ୍ରାଟ ନେଇ ଆଜି ହେବ ଶୁଣାଣି । ମୋଟ ୩୮ ପିଟିସନ୍ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ହେବ । ଏହା ମଧ୍ୟରୁ ୩୪ ପିଟିସନ୍ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ କୋଚିଂ ସଂସ୍ଥା ଦ୍ବାରା ଦାଏର କରାଯାଇଥିବା ବେଳେ ୪ ଟି ପିଟିସନ୍ ଏନଟିଏ ଦ୍ବାରା ଦାଏର କରାଯାଇଛି ।…