ତାତିଲେଣି ବିରୋଧୀ…ମଦମୃତ୍ୟୁର ତଦନ୍ତ କେବେ?
ଭୁବନେଶ୍ବର: ବିଧାନସଭାରେ ଚିକିଟି ମଦମୃତ୍ୟୁ ତାତି। ଉଠିଲା ପଡିଲା ପ୍ରଶ୍ନକାଳ । ଗୃହରେ ଜୋରଦାର ବିରୋଧ ପ୍ରଦର୍ଶନ କରିଛନ୍ତି ବିରୋଧୀ। ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଇସ୍ତଫା ଦାବି କରି ବିଜେଡି ବିଧାୟକ ଗୃହର ମଧ୍ୟ ଭାଗକୁ ଆସି ହୋହଲ୍ଲା କରିଥିଲେ । ବାଚସ୍ପତିଙ୍କ ପୋଡିୟମ…