ଭାରତ ବନ୍ଦ ଡାକରା: ରେଳ ବାଧାପ୍ରାପ୍ତ, ସମ୍ବଲପୁରରେ ବେଶୀ ପ୍ରଭାବ
ଭୁବନେଶ୍ବର: ଆଜି ଭାରତ ବନ୍ଦ । ସଂରକ୍ଷିତ ଜାତି ଏବଂ ଜନଜାତି ଆରକ୍ଷଣରେ କ୍ରିମି ଲେୟର ଲାଗୁ କରିବା ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି ଆରକ୍ଷଣ ବଞ୍ଚାଅ ସଂଘର୍ଷ ସମିତି । ଏହାକୁ ନେଇ ଦଳିତ ଓ ଆଦିବାସୀ ସଂଗଠନ ଭାରତ ବନ୍ଦ ପାଳନ…