Latest Odisha News

BREAKING NEWS

ଘୂର୍ଣ୍ଣିବଳୟ ପ୍ରଭାବରେ ୬ରୁ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଏଇ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ…

ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ବିସ୍ଫୋରକ ବୟାନ

ଭୁବନେଶ୍ବର: ବିଜୁ ଜନତା ଦଳରେ କିଏ ବିଭୀଷଣ? କିଏ ଦଳକୁ ଭାଙ୍ଗିବାକୁ କରୁଛନ୍ତି ଉଦ୍ୟମ? ବିଜେଡି କର୍ପୋରେଟର ଅମରେଶ ଜେନାଙ୍କର ଏଭଳି ବିସ୍ଫୋରକ ବୟାନକୁ ନେଉ ଉଠୁଛି ପଡୁଛି ରାଜଧାନୀ ରାଜନୀତି। ପୂର୍ବରୁ ବିଏମସିର କିଛି ବିଜେଡି କର୍ପୋରେଟର ଦଳବଦଳ କରିପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା ।…

କାହିଁକି ହାରିଲା ବିଜେଡି ? କହିଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ବର: କାହିଁକି ହାରିଲା ବିଜେଡି ? ନିର୍ବାଚନରେ ବିଜେଡିର ବିପର୍ଯ୍ୟୟକୁ ନେଇ ମୁହଁ ଖୋଲିଛନ୍ତି ଚୌଦ୍ବାର-କଟକର ପୂର୍ବତନ ବିଜେଡି ବିଧାୟକ ପ୍ରଭାତ ବିଶ୍ବାଳ । ନବୀନ ପଟ୍ଟନାୟକ ପାଞ୍ଚ ଥର ରାଜ୍ୟର ମୁଖ୍ୟମନ୍ତ୍ରୀ ରହିଛନ୍ତି । ସ୍ବାଭାବିକ ଭାବେ ଶାସନ ବିରୋଧୀ ହାଓ୍ବା ବିଜେଡି ବିରୋଧରେ…

ବାର୍ବାଡୋସ୍ ଛାଡିଲେ ଟିମ୍ ଇଣ୍ଡିଆ, ଖୁବଶୀଘ୍ର ପହଞ୍ଚିବେ

ନୂଆଦିଲ୍ଲୀ: ଏୟାର ଇଣ୍ଡିଆର ଏକ ସ୍ୱତନ୍ତ୍ର ଚାର୍ଟାର୍ଡ ​​ବିମାନ ଜରିଆରେ ବାର୍ବାଡୋସ୍ ବିମାନ ବନ୍ଦରରୁ ଘରକୁ ଫେରୁଛନ୍ତି ବିଜୟୀ ଭାରତୀୟ ଦଳ। ଘୂର୍ଣ୍ଣିଝଡ ବେରିଲ୍ ଯୋଗୁ ସେମାନଙ୍କୁ ହୋଟେଲରେ ରହିବାକୁ ପରାମର୍ଶ ଦିଆଯାଇଥିଲା। ପାଣିପାଗକୁ ଦୃଷ୍ଟିରେ ରଖି ବିମାନ ଉଡ଼ାଣ କରିପାରି…

ମହଙ୍ଗା ପଡ଼ିଲା ଲାଞ୍ଚ ଟଙ୍କା, ଭିଜିଲାନ୍ସ ଜାଲରେ ଏସଆଇ ବାବୁ

ଯାଜପୁର: ଲାଞ୍ଚ ନେବା ବେଳେ ଧରା ପଡିଲେ ଥାନା ଏସଆଇ। ବିଂଝାରପୁର ଥାନା ଏସଆଇ କେଶବ ଚନ୍ଦ୍ର ଦାସ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବିଞ୍ଝାରପୁର ସ୍ଥିତ ସରକାରୀ କ୍ୱାଟରରୁ ଧରିଥିଲା ଯାଜପୁର ଭିଜିଲାନ୍ସ ଟିମ । ସୂଚନା…

ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ବିଦ୍ୟୁତ ରଂଜନ ଷଡଙ୍ଗୀ

କଟକ: ଓଡ଼ିଶା ହାଇକୋର୍ଟର ଜଜ୍ ବିଦ୍ୟୁତ ରଂଜନ ଷଡଙ୍ଗୀଙ୍କୁ ବୁଧବାର ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଦ୍ର‌ୌପଦୀ ମୁର୍ମୁ, ଦେଶର ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୁଡଙ୍କ ପରାମର୍ଶ କ୍ରମେ ଏହି ନିଯୁକ୍ତି ଦେଇଛନ୍ତି। ଏନେଇ କେନ୍ଦ୍ର ଆଇନ…

ମିଟ୍ ଦ ଡ୍ରେପର୍ସ ସିଜନ ୬ରେ ବିଜୟୀ ହୋଇଛି ଓଡିଶାସ୍ଥିତ ବନଭି ଏରୋ

ଭୁବନେଶ୍ୱର: ଲଜିଷ୍ଟିକ୍ସ ଡ୍ରୋନ୍ ନିର୍ମାଣ କ୍ଷେତ୍ରରେ ଏକ ଅଗ୍ରଗାମୀ ସଂସ୍ଥା ବନ୍‌ଭି ଏରୋ ବିଶ୍ୱର ସର୍ବବୃହତ ପିଚ୍ ପ୍ରତିଯୋଗିତାରେ ମିଟ୍ ଦ ଡ୍ରେପର୍ସ- ସିଜନ ୬ର ଆନ୍ତର୍ଜାତୀୟ ବିଜେତା ହୋଇ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ଏହି ବିଜୟ କେବଳ ପ୍ରତିରକ୍ଷା ଓ ଏରୋସ୍ପେଶ କ୍ଷେତ୍ରରେ…

ଆଗାମୀ ୫ ବର୍ଷ ଗରିବୀ ବିରୋଧରେ ନିର୍ଣ୍ଣାୟକ ଲଢ଼େଇ ହେବ: ମୋଦୀ

ନୂଆଦିଲ୍ଲୀ: ରାଜ୍ୟସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣ। ଆଗାମୀ ୫ ବର୍ଷ ଗରିବୀ ବିରୋଧରେ ନିର୍ଣ୍ଣାୟକ ଲଢ଼େଇ ହେବ । ଗରିବୀକୁ ମୂଳୋତ୍ପାଟନ କରିବାକୁ ସରକାର ନିର୍ଣ୍ଣାୟକ ଲଢ଼େଇ ଲଢ଼ିବେ ବୋଲି କହିଲେ ପ୍ରଧାନମନ୍ତ୍ରୀ ମୋଦୀ। ମୋଦୀ ଆହୁରି ମଧ୍ୟ କହିଛନ୍ତି ଯେ, ଚାଷୀଙ୍କ…

କାର୍ଯ୍ୟରେ ଅବହେଳା କାରଣରୁ ଗଲା ଚାକିରି, ସସପେଣ୍ଡ ହେଲେ ୩ ପୋଲିସ

ନୟାଗଡ଼: ନୟାଗଡ଼ ସଦର ଥାନାର ୩ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ଏସପି। ଡ୍ୟୁଟିରେ ଖିଲାପ ନେଇ ୩ ଜଣଙ୍କୁ ସସପେଣ୍ଡ କରିଥିବା ସୂଚନା।ଏସଆଇ ହସିନା ପ୍ରଧାନ, ଏଏସଆଇ ରାଜେଶ୍ବରୀ ନାୟକ,କନଷ୍ଟେବଳ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ସସପେଣ୍ଡ କଲେ ଏସପି । ଅଭିଯୋଗକାରୀଙ୍କ ଅଭିଯୋଗ ଗ୍ରହଣ ନକରିବା…

‘ମୋ ବସ୍‌’ରେ ଯାତ୍ରା ସହ ମନ୍ତ୍ରୀଙ୍କ ସମୀକ୍ଷା, କଲେ ବଡ଼ ଘୋଷଣା

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଅନେକ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାରି ଭିତରେ ଗୃହ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର‘ମୋ ବସ୍‌’ରେ ଯାତ୍ରା କରି ସମୀକ୍ଷା କରିଛନ୍ତି। ଆଜି ସକାଳେ ମନ୍ତ୍ରୀ ମୋ ବସ୍‌ରେ ଯାତ୍ରା କରିଥିଲେ। ମନ୍ତ୍ରୀ ମୋ ବସ୍‌ରେ…