ଖଲ୍ଲିକୋଟରେ ଚାଞ୍ଚଲ୍ୟ, ଦୋକାନ ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଖଲ୍ଲିକୋଟ: ଗଞ୍ଜାମ ଜିଲା ଖଲ୍ଲିକୋଟରେ ଚାଞ୍ଚଲ୍ୟ। ଦୋକାନ ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଲଙ୍ଗଳେଶ୍ବର ଗାଁରେ ଏକ ଗ୍ରୋସସରୀ ଦୋକାନ ଭିତରୁ ଉଦ୍ଧାର ହେଲା ଦମ୍ପତିଙ୍କ ମୃତଦେହ। ଋଣଭାରରୁ ଆତ୍ମହତ୍ୟା କରିଥିବା ପୋଲିସ ସୂଚନା ଦେଇଛି।
ଗଞ୍ଜାମ ଜିଲା ଖଲ୍ଲିକୋଟ ଲଙ୍ଗଳେଶ୍ୱର…