Latest Odisha News

BREAKING NEWS

ସୂର୍ଯ୍ୟକୁମାରଙ୍କ କ୍ୟାଚ ନେଇ ମୁହଁ ଖୋଲିଲେ ଶନ ପୋଲକ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ ୨୦୨୪ର ରୋମାଂଚକ ଫାଇନାଲରେ ଭାରତ ୭ ରନରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହୋଇଛି । ଶେଷ ଓଭରରେ ସୂର୍ଯ୍ୟକୁମାର ଯାଦବ ବାଉଣ୍ଡରୀ ଲାଇନ ଉପରେ ଡେଭିଡ ମିଲରଙ୍କ ଏକ ଚମତ୍କାର କ୍ୟାଚ ନେଇଥିଲେ । ଯାହା ପରେ ଭାରତ ମ୍ୟାଚରେ ବିଜୟ ହାସଲ…

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ରଥଯାତ୍ରା ପାଇଁ ୨ ଦିନ ସରକାରୀ ଛୁଟି । ବିରଳ ତିଥି ଅନୁଯାୟୀ ଏଥର ରଥଯାତ୍ରା ଦୁଇଦିନ ପଡୁଥିବାରୁ ଉକ୍ତ ଦୁଇଦିନକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ପୁରୀରେ ରଥଯାତ୍ରା ସମୀକ୍ଷା ବୈଠକରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ…

ଓଡ଼ିଶା ଲଳିତ କଳା ଏକାଡେମୀର ଶ୍ରୀଜଗନ୍ନାଥ ଶୀର୍ଷକ ଚିତ୍ରଶିଳ୍ପୀ ଶିବିର

ଭୁବନେଶ୍ୱର : ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ୨୮ ଜଣ ଚିତ୍ରଶିଳ୍ପୀଙ୍କୁ ନେଇ  ‘ଶ୍ରୀଜଗନ୍ନାଥ’ ଶୀର୍ଷକରେ ଏକ ରାଜ୍ୟସ୍ତରୀୟ ଚିତ୍ରଶିଳ୍ପୀ ଶିବିର ଆୟୋଜିତ ହୋଇଯାଇଛି ।ଏହି ଶିବିରରେ ଓଡ଼ିଶାର…

ରାଜ୍ୟରେ ଖୋଲିବ ବନ୍ଦ ହୋଇପଡିଥିବା ସ୍କୁଲ୍

ଭୁବନେଶ୍ବର: ରାଜ୍ୟରେ ଖୋଲିପାରେ ବନ୍ଦ ହୋଇପଡିଥିବ ସ୍କୁଲ୍ । ବିଜେଡି ସରକାର ବନ୍ଦ କରି ଦେଇଥିବା ଅନେକ ସ୍କୁଲ ଗୁଡିକ ଖୋଲି ପାରନ୍ତି ବିଜେପି ସରକାର । ଏମିତି କିଛି ଯୋଜନା ଚାଲିଛି ବୋଲି ମନ୍ତବ୍ୟ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏନେଇ ମନ୍ତ୍ରୀ…

ବେଶୀ ସମୟ ବସି କାମ କଲେ ହୋଇଥାଏ ଏହି ସବୁ ସ୍ୱାସ୍ଥ୍ୟ ସମସ୍ୟା

ଅଫିସରେ ନିରବଚ୍ଛିନ୍ନ ଭାବେ ୮-୯ ଘଣ୍ଟା କାମ କରିବା ଆମ ଜୀବନର ଏକ ଅଂଶ ହୋଇଯାଇଛି। ଏହି ଅଭ୍ୟାସ ମାନବ ସ୍ୱାସ୍ଥ୍ୟ ପାଇଁ କେତେ ବିପଜ୍ଜନକ ହୋଇପାରେ କେବେ ଭାବିଛନ୍ତି କି? ମାନବର ପୂର୍ବ ଜୀବନଶୈଳୀ ଓ ବର୍ତ୍ତମାନର ଜୀବନଶୈଳୀ ମଧ୍ୟରେ ଅହେତୁକ ପରିବର୍ତ୍ତନ ଘଟିଛି। ପୂର୍ବରୁ ଅଧିକାଂଶ ଲୋକେ…

ବଦଳା ଚାଲିଛି ଲକ୍ଷ୍ମୀ ବସ୍ ରଙ୍ଗ, ଲାଗିଛି ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ ଟ୍ୟାଗ୍

ଢେଙ୍କାନାଳ: ବଦଳିଯାଇଛନ୍ତି ସରକାର । ଏବେ ବଦଳାଚାଲିଛି ପୂର୍ବତନ ସରକାର ଦେଇଆସୁଥିବା ସମସ୍ତ ଯୋଜନାର ରୂପରଙ୍ଗ । ସେଇ ପୁରୁଣା ସେବା ହେଲେ ନୂଆ ଢଙ୍ଗରେ ଜନତାଙ୍କୁ ଭେଟିଦେବେ ନୂଆ ସରକାର । ଏଥିପାଇଁ ବଦଳା ଚାଲିଛି ରଙ୍ଗ । ଯାହା ସବୁଜ ଥିଲା ତାହା ଏବେ ଗେରୁଆ କରାଯାଉଛି । ଏମିତି କିଛି…

ଟି୨୦ ସିରିଜ: ଜିମ୍ବାୱେ ଗସ୍ତରେ ଗଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ: ଜିମ୍ବାୱେ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ ଦଳ ମଙ୍ଗଳବାର ସକାଳେ ଜିମ୍ବାୱେ ଗସ୍ତରେ ଯାଇଛନ୍ତି । ଏହି ସିରିଜ ପାଇଁ ସମ୍ପୂର୍ଣ୍ଣ ଭାବେ ଯୁବ ଟିମ ଘୋଷଣା କରାଯାଇଛି । ୬ଜୁଲାଇରେ ଏହି ସିରିଜ ପ୍ରଥମ ମୁକାବିଲା ହରାରେ ଖେଳାଯିବ । ଟି୨୦ ବିଶ୍ୱକପ…

ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି

ରାଜଗାଙ୍ଗପୁର: ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି। ରାଜଗାଙ୍ଗପୁର ଟାଉନରେ ଥିବା ଏକ ସୁନା ଦୋକାନରୁ ବିଳମ୍ବିତ ରାତିରେ ସୁନା ଲୁଟ ହୋଇଥିବା ସୂଚନା ମିଳିଛି। ପ୍ରାୟ ୧୦ କେଜି ରୁପା ସହ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଛି। ଘଟଣାସ୍ଥଳରେ ଟାଉନ ଥାନା ପୋଲିସର…

ଆଜି ବି ସରଗରମ ରହିବ ସଂସଦ, ରାହୁଲଙ୍କୁ ମୋଦୀ କରିପାରନ୍ତି ଟାର୍ଗେଟ୍‌

ନୂଆଦିଲ୍ଲୀ: ଆରମ୍ଭ ହୋଇଯାଇଛି ସଂସଦ । ଆଜି ବି ବେଶ୍ ସରଗରମ ରହିବ ସଂସଦ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ ପୂର୍ବରୁ ଏନଡିଏ ସଂସଦୀୟ ଦଳର ବୈଠକ ସରିଯାଇଛି। ପାର୍ଲାମେଣ୍ଟ ଅଧିବେଶନ ଭିତରେ ପ୍ରଥମ ଥର ପାଇଁ ଏହି ବୈଠକ ଅନୁଷ୍ଠିତ ହୋଇଛି। ଏଠି ବିସ୍ତୁତ ରଣନୀତି ପ୍ରସ୍ତୁତ…

ସଂସଦ ରେକର୍ଡରୁ ହଟିଲା ରାହୁଲଙ୍କ ବିବାଦୀୟ ମନ୍ତବ୍ୟ

ନୂଆଦିଲ୍ଲୀ: ସୋମବାର ସଂସଦରେ ବିରୋଧୀ ନେତା ରାହୁଲ ଗାନ୍ଧି ଦେଇଥିବା ଅଭିଭାଷଣରେ ବିବାଦୀୟ ମନ୍ତବ୍ୟକୁ ସଂସଦ ରେକର୍ଡରୁ କାଟିଦିଆଯାଇଛି । ପ୍ରଥମ ଥର ବିରୋଧୀ ନେତା ଭାବେ ସଂସଦରେ ନିଜର ମନ୍ତବ୍ୟ ରଖି ବିଜେପିକୁ ଘେରିଥିଲେ ରାହୁଲ । ଏହାରି ଭିତରେ ହିନ୍ଦୁତ୍ବ, ସଂଖ୍ୟାଲଘୁ, ଅଗ୍ନିବୀର…