ସଂସଦର ପବ୍ଲିକ ଅଣ୍ଡରଟେକିଂ କମିଟି ଅଧ୍ୟକ୍ଷ ହେଲେ ସାଂସଦ ବୈଜୟନ୍ତ ପଣ୍ଡା
ନୂଆଦିଲ୍ଲୀ: ବିଜେପି ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଗୁରୁ ଦାୟିତ୍ବ ଦେଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା l ସଂସଦର ପବ୍ଲିକ ଅଣ୍ଡରଟେକିଂ କମିଟି ଅଧ୍ୟକ୍ଷ ହେଲେ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା l ତେବେ ଗଠନ ହୋଇଥିବା କମିଟିରେ ଲୋକସଭାରୁ ୧୫ ଜଣ ଓ ରାଜ୍ୟସଭାରୁ ୭ ଜଣ ସଦସ୍ୟ ମନୋନୀତ…