ଓଡ଼ିଶାର ଶାସନ ସଚିବ ଭାବରେ ଦାୟିତ୍ଵ ନେଲେ ମନୋଜ ଆହୁଜା
ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା। ଲୋକସେବା ଭବନରେ ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି।
କେନ୍ଦ୍ର ସରକାରରେ କୃଷି ସଚିବ ଏବଂ ଚାଷୀ କଲ୍ୟାଣ ସଚିବ ଭାବେ…