ସାନ ଶଢୁଙ୍କୁ ଗୁଳିକରି ହତ୍ୟା କଲା ବଡ଼ ଶଢୁ
ପୁରୀ: ପାରିବାରିକ କଳହ ଉଜାଡି ଦେଲା ସଂସାର । ସାନ ସଢୁଙ୍କୁ ଗୁଳିକରି ହତ୍ୟା କଲା ବଡ଼ ସଢୁ । ଏଭଳି ଅଭିଯୋଗ ଆସିଛି ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗାଁରେ । ମୃତକ ହେଲେ ନରେନ୍ଦ୍ର ମଲ୍ଲିକ । ଏନେଇ ଗାଁରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି ।
ତେବେ…