ବିକ୍ରମ ମିଶ୍ରି ଭାରତର ନୂଆ ବୈଦେଶିକ ସଚିବ
ନୂଆଦିଲ୍ଲୀ: ଦେଶର ଉପ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ତଥା ପୂର୍ବତନ ରାଷ୍ଟ୍ରଦୂତ ବିକ୍ରମ ମିସରିଙ୍କୁ ଭାରତ ସରକାରଙ୍କ ପରବର୍ତ୍ତୀ ବୈଦେଶିକ ସଚିବ ଭାବେ ନିଯୁକ୍ତ କରାଯାଇଛି । ସେ ୧୯୮୯ ବ୍ୟାଚ୍ ର ଆଇଏଫଏସ୍ ଅଫିସର । ସେ ଗତ ଦୁଇ ବର୍ଷ ଧରି ଉପ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା…