ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଫଳରେ ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ସେପଟେ ରାଜ୍ୟର ୫ଟି ଜିଲ୍ଲାକୁ ୩ ଘଣ୍ଟା…