ଓଡ଼ିଶାରେ ନବୀନ ବାବୁଙ୍କ ନେତୃତ୍ୱରେ ଏକ “କରପ୍ସନ୍ କ୍ଲବ” ଚାଲିଥିଲା: ବିଜେପି
ଭୁବନେଶ୍ୱର: ବିଜେଡି ସରକାର ସମୟରେ ଯେଉଁଭଳି ଖୁଲମଖୁଲା ଦୁର୍ନୀତି ଚାଲୁଥିଲା ତା'ର ପ୍ରମାଣ ଏବେ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ହେବା ପରେ ସାମ୍ନାକୁ ଆସୁଛି । ଆଗରୁ ନବୀନ ବାବୁ ମୁଖ୍ୟମନ୍ତ୍ରୀ ଥିବାବେଳେ କିରାଣୀ ଓ ପିଅନଙ୍କ ଦୁର୍ନୀତିକୁ ଧରପଗଡ କରି ସ୍ୱଚ୍ଛତାର ଡିଣ୍ଡିମ ପିଟୁଥିଲେ…