ଚାଷୀଙ୍କ ପାଇଁ ଖୁସି ଖବର; ଏହି ଦିନ ମିଳିବ ସିଏମ କିଷାନ ଟଙ୍କା
ଭୁବନେଶ୍ବର: କାଳିଆ ଯୋଜନା ଓ ସିଏମ କିଷାନ ଯୋଜନା ହିତାଧିକାରୀ ତାଲିକା ନେଇ ଦ୍ବନ୍ଦ୍ବ ମଧ୍ୟରେ ଆସିଲା ଖୁସି ଖବର । ଚାଷୀଙ୍କୁ ଟଙ୍କା ଦେବେ ମୋହନ ସରକାର । ନୂଆଁଖାଇ ଅବସରରେ ଚାଷୀଙ୍କୁ ମିଳିବ ସିଏମ କିଷାନ ଯୋଜନା ଟଙ୍କା । ଏନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।…