ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ଜନ୍ମମାଟି ଗସ୍ତ କରିବେ ମୋହନ ମାଝୀ
ଭୁବନେଶ୍ବର: ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ନିଜ ଜନ୍ମ ମାଟିକୁ ଗସ୍ତ କରିବେ ମୋହନ ଚରଣ ମାଝି । ସେଠାରେ ସେ ରୋଡ ଶୋ' କରିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ବିଜେପି ପକ୍ଷରୁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି । କେନ୍ଦୁଝର ସହରର ଅନେକ ସ୍ଥାନରେ…