Latest Odisha News

BREAKING NEWS

ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ସୁରକ୍ଷା ବ୍ୟବସ୍ଥା କଡାକଡି

ପୁରୀ: ରାତି ପାହିଲେ ପବିତ୍ର ଦେବ ସ୍ନାନ ପର୍ଣ୍ଣିମା। ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପୁରୀ ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଗତକାଲି ପାଇଁ ସମୁଦାୟ ୬୮ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ…

ରାତି ପାହିଲେ ସ୍ନାନପୂର୍ଣ୍ଣିମା, ପଟିଦିଅଁ ପ୍ରସ୍ତୁତିରେ ଚିତ୍ରକାର ସେବକ

ପୁରୀ : ରାତି ପାହିଲେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ପରେ ଅଣସରକାଳୀନ ଗୁପ୍ତ ନୀତି ଚାଲିବ। ୧୫ ଦିନ ଧରି ଏହି ଗୁପ୍ତ ନୀତି ଚାଲିବାକୁ ଥିବାବେଳେ ଏହି ସମୟରେ ପଟିଦିଅଁ ଭାବେ ମହାପ୍ରଭୁ ଶ୍ରୀଜଗନ୍ନାଥ ରୂପରେ ଅନନ୍ତ…

ପୁଣି ଡରାଇଲାଣି ଜାପାନିଜ୍ ଏନସେଫାଲାଇଟିସ୍, ଅନୁଗୁଳରୁ ୪ ଆକ୍ରାନ୍ତ ଚିହ୍ନଟ

ଅନୁଗୁଳ: ଓଡ଼ିଶାରେ ପୁଣି ଜାପାନିଜ୍ ଏନ୍‌ସେଫାଲିଟିସ୍ (ଜେଇ) ଆତଙ୍କ ଦେଖା ଦେଇଛି । ଏହି ଜେଇ ରୋଗରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ପୀଡ଼ିତ ଥିବା ଜଣାପଡ଼ିଛି । ଏ ନେଇ ସ୍ବାସ୍ଥ୍ୟ ବିଭାଗ ତନାଘନା ଆରମ୍ଭ କରିଛି । ଅନୁଗୁଳରେ କେଉଁ ପରିସ୍ଥିତିରେ ଜେଇ ବ୍ୟାପିଲା ଓ ଏହାର ପ୍ରକୃତ କାରଣ କ’ଣ ରହିଛି…

କଲେଜ ଛାତରୁ ପଡି ଅଧ୍ୟାପିକା ମୃତ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଅଘଟଣ । କଲେଜ ଛାତରୁ ପଡ଼ି କନିଷ୍ଠ ଅଧ୍ୟାପିକାଙ୍କ ମୃତ୍ୟୁ ଘଟିଛି । ମୃତ ଅଧ୍ୟାପିକା ଜଣଙ୍କ ହେଲେ ବର୍ଷା ମିଶ୍ର । ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିରେ କମ୍ପ୍ୟୁଟର ସାଇନସ୍ ବିଭାଗର…

ରାୟଗଡ଼ା ନୁହେଁ କଳାହାଣ୍ଡି ହେଉଛି ଡିପ୍‌ଥେରିଆ ସଂକ୍ରମଣର ଉତ୍ସ

ଭୁବନେଶ୍ବର: ଡିପ୍‌ଥେରିଆ ସଂକ୍ରମଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶିକାଙ୍କ ସୂଚନା । ‘ରାୟଗଡ଼ା ନୁହେଁ କଳାହାଣ୍ଡି ହେଉଛି ଡିପ୍‌ଥେରିଆ ସଂକ୍ରମଣର ଉତ୍ସ’ । କଳାହାଣ୍ଡି ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳରୁ ସଂକ୍ରମଣ ବ୍ୟାପିଥିବା କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶିକା । ସୂଚନା ଅନୁସାରେ,…

ଉତ୍କଳ ବିଶ୍ୱବିଦ୍ୟାଳୟରେ ପୁନଃ କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ: କ୍ରୀଡା ମନ୍ତ୍ରୀ

ଭୁବନେଶ୍ବର: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ କ୍ରୀଡା ମନ୍ତ୍ରୀ ବଡ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଖୁବ ଶୀଘ୍ର ଉତ୍କଳ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ । କୌଣସି କାରଣ ପାଇଁ ଦୀର୍ଘଦିନ ହେବ ବନ୍ଦ ରହିଛି ବିଭାଗ । ସାରା ବିଶ୍ୱ ଏବେ ଯୋଗକୁ ଗୁରୁତ୍ୱ ଦେଉଥିବାରୁ…

ଦିନକୁ ୨ ଘଣ୍ଟା ଓଡିଶାବାସୀଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ସମସ୍ତଙ୍କ ଅସୁବିଧା ଓ ଅଭିଯୋଗର କରିବେ ସମାଧାନ । ଏ ନୂଆ ସରକାର ଲୋକଙ୍କ ସରକାର ଲୋକଙ୍କ ସ୍ବାର୍ଥରେ କାମ କରିବେ ମୋହନ ସରକାର । ପ୍ରତିଦିନ ଅପରାହ୍ଣ ୩ଟାରୁ ୫ଟା ଯାଏଁ ସାଡ଼ାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଜ ଶୁଣିବେ…

ଟଙ୍କା ପାଇଁ ମହିଳା ଜଣଙ୍କ ନିଜେ ରଚିଥିଲେ ନିଜ ଅପହରଣର କାହାଣୀ

ଭୁବନେଶ୍ୱର: ଭୁବନେଶ୍ବରରୁ ମହିଳାଙ୍କୁ ଅପହରଣ ମାମଲାର ପର୍ଦ୍ଦାଫାସ୍‌ କରିଛି ପୋଲିସ । ଟଙ୍କା ପାଇଁ ନିଜ ଅପହରଣର ନାଟକ ରଚିଥିଲେ ମହିଳା। ଭାଇଠାରୁ ୧ କୋଟି ଟଙ୍କା ଝଡ଼େଇବାକୁ କରାଯାଇଥିଲା ଅପହରଣର ନାଟକ । ଏହି ଅପହରଣ ନାଟକରେ ସଂପୃକ୍ତ ମହିଳାଙ୍କ ସହ ତାଙ୍କ ବନ୍ଧୁ ମଧ୍ୟ ସାମିଲ ଥିଲେ ।…

ଯୋଗ ଦିବସରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ‘ପ୍ରତି ପଞ୍ଚାୟତରେ ଖୋଲିବ ଆରୋଗ୍ୟମ୍ ସେଣ୍ଟର’

ଭୁବନେଶ୍ୱର: ଆଜି ସମଗ୍ର ବିଶ୍ବରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ରାଜ୍ୟର ବଲାଙ୍ଗୀର ଜିଲ୍ଲାର ଗାନ୍ଧୀ ଷ୍ଟାଡିୟମ ଠାରେ ମଧ୍ୟ ଯୋଗ ଦିବସ ପାଳନ ହୋଇଛି । ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗଦେଇ ବଡ…

କାଶବୈଶାଖୀ ତାଣ୍ଡବ: ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର

ସୁବର୍ଣ୍ଣପୁର: କ୍ରିକେଟ ଖେଳ ହେଲା କାଳ। ବଜ୍ରପାତ ହେବା ଯୋଗୁଁ ଜଣେ ନାବାଳକର ମୁତ୍ୟୁ ହେବା ସହିତ ଜଣେ ଗୁରୁତର। ଗତକାଲି ବୌଦ୍ଧ ଜିଲ୍ଲା ବାଉଁଶୁନଣୀ ନିକଟ ତାଲପଡା ଗାଁ ଖେଳପଡିଆରେ କ୍ରିକେଟ ଖେଳୁଥିବା ବେଳେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହେବା ଫଳରେ ଘଟିଛି ଏହି ଅଘଟଣ। ଗତକାଲି…