ଧନୁସଂକ୍ରାନ୍ତିରେ ମହାପ୍ରଭୁ ଖାଇଲେ ପହିଲିଭୋଗ, ବାପ ଘର ଗଲେ ମା’ ମହାଲକ୍ଷ୍ମୀ
ପୁରୀ: ଆଜି ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ ନୀତି । ଏହି ନୀତି ଦୀର୍ଘ ଏକ ମାସ ଧରି ଅର୍ଥାତ ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ । ଏହି ସମୟରେ ମାସଯାକ ମହାପ୍ରଭୁଙ୍କ ନୀତିକାନ୍ତି ସୂର୍ଯ୍ୟେଦୟ ବହୁ…