ବିଡ଼ି ଓ ଖଣି ଶ୍ରମିକଙ୍କ ପିଲାଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ଯୋଜନାରେ ଆବେଦନ ଆହ୍ୱାନ
ଭୁବନେଶ୍ୱର: କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ବିଡ଼ି, ସିନେ ଓ ଖଣି (କୋଇଲାକୁ ଛାଡ଼ି) ଶ୍ରମିକଙ୍କ ପିଲାମାନଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ପ୍ରଦାନ କରାଯାଉଛି । ଆଗ୍ରହୀ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଠାରୁ ଉକ୍ତ ଯୋଜନା ପାଇଁ ଆବେଦନ ଆହ୍ୱାନ କରାଯାଇଛି । ପ୍ରଥମରୁ ଦଶମ…