ବଡଭାଇର ଟାଙ୍ଗିଆ ଚୋଟରେ ସାନଭାଇ ମୃତ
ଅନୁଗୁଳ: ବଡଭାଇର ଟାଙ୍ଗିଆ ଚୋଟରେ ସାନଭାଇ ମୃତ । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଜରାସିଂହା ପୁରୁଣା ସାହିରେ ଘଟିଛି । ସୂଚନା ଅନୁସାରେ, ଜରାସିଂହା ପୁରୁଣାସାହିର ବଲେହି ନାଏକଙ୍କ ପୁଅ ଗଦା ନାଏକ ଗାଁ ପାଖରେ ଥିବା ରାଇସ୍ ମିଲ୍ରେ କାର୍ଯ୍ୟ କରନ୍ତି। ପ୍ରତ୍ୟକ ଦିନ ଘର…