ପ୍ରଚଣ୍ଡ ଖରାରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି, ଭୁବନେଶ୍ୱରରେ ପ୍ରବଳ ବର୍ଷା
ଭୁବନେଶ୍ବର: ପ୍ରଚଣ୍ଡ ଖରା ଓ ଗୁଳୁଗୁଳିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ରାଜଧାନୀ ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା । ଆଚାର୍ଯ୍ୟ ବିହାର, ନାଲକୋ, ପଟିଆରେ ଘଡ଼ଘଡ଼ି ସହ ବର୍ଷା। ତେବେ ଗତ କାଲି ମଧ୍ୟ ରାଜଧାନୀରେ ପବନ ବର୍ଷା ଦେଖିବାକୁ ମିଳିଥିଲା ।
ସୂଚନାଯୋଗ୍ୟ ଯେ,…