କାଶୀପୁର ଅଜଣା ରୋଗ ମୃତ୍ୟୁ ମାମଲା: ନମୂନା ପରୀକ୍ଷା ପରେ ଆସିଲା ସ୍ପଷ୍ଟ ତଥ୍ୟ, ଡିପଥେରିଆରେ ଯାଇଛି ଶିଶୁଙ୍କ ଜୀବନ
ରାୟଗଡା: ସାମ୍ନାକୁ ଆସିଲା କାଶୀପୁର ଅଜଣା ରୋଗ ମୃତ୍ୟୁ ମାମଲାର କାରଣ। ଏହା କୌଣସି ଅଜଣା ରୋଗ ନୁହେଁ ବରଂ ଡିପଥେରିଆ ବୋଲି କହିଛନ୍ତି ବିଶେଷଜ୍ଞ । ସ୍ୱତନ୍ତ୍ର ଡାକ୍ତରୀ ଦଳ ଯାଇ ଉକ୍ତ ଅଞ୍ଚଳରେ ଅକ୍ରାନ୍ତଙ୍କ ରକ୍ତ ଓ ସ୍ୱାବ ପରୀକ୍ଷା କରିବା ପରେ ଏହା ସ୍ପଷ୍ଟ ହୋଇଛି।
ତେବେ ଏହି ରୋଗରେ…