ଶିଶୁ କର୍କଟ ଚିକିତ୍ସା ନିମନ୍ତେ ଏମଓୟୁ ସ୍ୱାକ୍ଷର…
ଭୁବନେଶ୍ୱର: ଶିଶୁ କର୍କଟ ଚିକିତ୍ସା ନିମନ୍ତେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଏବଂ କ୍ୟାନକିଡ୍ସ କିଡ୍ସକ୍ୟାନ ମଧ୍ୟରେ ମିଳିତ ସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟରେ ବୁଝାମଣାପତ୍ର (MoU) ସ୍ୱାକ୍ଷର ହୋଇଛି।
ଏହି ବୁଝାମଣାପତ୍ର ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଡକ୍ଟର ନୀଳକଣ୍ଠ ମିଶ୍ର ଏବଂ…