ଯୁକ୍ତ ଦୁଇ ଇନ୍ଷ୍ଟାଣ୍ଟ ପରୀକ୍ଷା ପାଇଁ ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ
ଭୁବନେଶ୍ୱର: ଚଳିତବର୍ଷ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାର ଇନ୍ଷ୍ଟାଣ୍ଟ ପରୀକ୍ଷା ପାଇଁ ଆଜି ଅର୍ଥାତ୍ ଜୁନ୍ ୧୧ ରେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଆରମ୍ଭ ହେବ । ଯେଉଁ ଛାତ୍ରଛାତ୍ରୀ ଏଗ୍ରିଗେଟ୍ ମାର୍କ ରଖି ସମସ୍ତ ବିଷୟରେ ପାସ୍ ହୋଇ କେବଳ ଗୋଟିଏ ବିଷୟରେ ଫେଲ୍…