ଭିଜିଲାନ୍ସ ଜାଲରେ ଅବକାରୀ ଜଏଣ୍ଟ କମିଶନର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢ଼ାଉ। ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି।
ଏକା ସଙ୍ଗେ ୧୦ଟି ସ୍ଥାନରେ ଚଢ଼ାଉ କରିଛନ୍ତି ଭିଜିଲାନ୍ସ ଟିମ୍। ଭୁବନେଶ୍ବର,…