ଲାରା, ସଚିନଙ୍କ ରେକର୍ଡ ଭାଙ୍ଗିଲେ ଜୋ ରୁଟ
ଲଣ୍ଡନ: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟ ଅବସରରେ ଇଂଲଣ୍ଡର ପୂର୍ବତନ ଅଧିନାୟକ ଜୋ ରୁଟ ଭାରତର ସଚିନ ତେନ୍ଦୁଲକର ଓ ୱେଷ୍ଟଇଣ୍ଡିଜର ବ୍ରାଏନ ଲାରାଙ୍କ ରେକର୍ଡ ଭାଙ୍ଗିଛନ୍ତି । ରୁଟ ୧୨୪ ବଲରେ ୮୭ ରନ କରିଥିଲେ । ଏଥିସହ ସେ ଲାରାଙ୍କ ସର୍ବାଧିକ ରନ ସଂଗ୍ରହ ରେକର୍ଡ ଭଙ୍ଗ କରି…