Latest Odisha News

BREAKING NEWS

ବରଗଡରେ ବଦଳିଲାଣି କି ବାଜି !

ଭୁବନେଶ୍ବର: ବରଗଡରେ ଏଥର ବଡ ଲଢେଇ । ଗତଥର ବିଜେଡି ସବୁ ବିଧାନସଭା ଆସନ ଜିତିଥିଲେ ବି ଲୋକସଭାରେ ବାଜି ମାରି ନେଇଥିଲା ବିଜେପି । ଏଥର ବଦଳିଛନ୍ତି ସବୁ ଦଳର ପ୍ରାର୍ଥୀ । ବିଜେପି ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି ତ ବିଜେଡିରୁ ପରିଣୀତା ମିଶ୍ର ଓ କଂଗ୍ରେସରୁ ସଞ୍ଜୟ…

ଯିବେ ଦେଶୀ, ଆସିବେ ବିଦେଶୀ?

ଭୁବନେଶ୍ବର : ବିଶ୍ୱରେ ଭାରତ ଏକମାତ୍ର କ୍ରିକେଟ ଦଳ, ଯାହାର ଅଧିନାୟକ ଓ କୋଚଙ୍କୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ । ଭାରତୀୟ କ୍ରିକେଟ୍ ଟିମର କୋଚ୍ ଥିବା ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ତାଙ୍କ ସ୍ଥାନରେ ବୋର୍ଡ କାହାକୁ ଟିମର ନୂଆ କୋଚ୍ କରିବ, ସେନେଇ ଆରମ୍ଭ…

ବିଜେପି କର୍ମୀଙ୍କୁ ଧମକ ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ଏତଲା

ନୂଆପଡା: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି । ଆଉ ଦ୍ବିତୀୟ ପର୍ଯ୍ୟାୟ ପାଇଁ ଜୋରସୋରରେ ଚାଲିଛି ପ୍ରଚାର ପ୍ରସାର । ଏହାରି ଭିତରେ ନୂଆପଡା ଜିଲ୍ଲା ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ଅଶାନ୍ତ ପରିବେଶ ଦେଖିବାକୁ ମିଳିଛି । ଆଉ ଏପରି ସ୍ଥିତି ସୃଷ୍ଟି କରୁଛି ବିଜେଡି ବୋଲି ଅଭିଯୋଗ…

କେଜ୍ରିଓ୍ବାଲଙ୍କ ବୟାନ ନେଇ ଫେରାଦ ହେଲା ଇଡି, ହେଲେ ଖଣ୍ଡନ କରିଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିଓ୍ବାଲଙ୍କ ବୟାନକୁ ନେଇ ସୁପ୍ରିମ କୋର୍ଟଙ୍କ ଦ୍ବାରସ୍ଥ ହେଲା ଇଡି । ହେଲେ ମିଳିଳାନି କିଛି ସୁଫଳ । ନିର୍ବାଚନ ରାଲିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବୟାନକୁ ବିରୋଧ କରି ସୁପ୍ରିମକୋର୍ଟ ଆଗରେ ଫେରାଦ ହୋଇଥିବା ଇଡିକୁ ମିଳିଲା ଶକ୍ତ ଝଟକା ।…

‘ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର ଦିଆଯିବ’

ଭୁବନେଶ୍ବର: ଆଜି ଅର୍ଥାତ ଗୁରୁବାର କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଫଗନ ସିଂ ଭୁବନେଶ୍ବରରେ ଏକ ପ୍ରେସମିଟ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।  ଓଡ଼ିଶାରେ ମିଳିମିଶି ସରକାର ବଦଳାଇବାକୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ । 'ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର…

ଖଲ୍ଲିକୋଟ ପରେ ପୋଲସରାରେ ଗୁଳିକାଣ୍ଡ, ଯୁବକ ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ପରେ ଅଶାନ୍ତ ହୋଇପଡିଛି ପୋଲସରା । ପୋଲସରାରେ ଦେଖାଦେଇଛି ରାଜନୈତିକ ହିଂସା । ପୋଲସରାର ତୋଟା ସାହିରେ ଗୁଳିକାଣ୍ଡ ଘଟିଛି । ଏଥିରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁଳିମାଡର ଶିକାର ହୋଇଥିବା ଯୁବକ ଜଣକ ହେଲେ ଗଣେଶ ଖଟେଇ । ଗଣେଶଙ୍କୁ ପଛପଟୁ…

ଖଲ୍ଲିକୋଟ ହିଂସାକୁ ନେଇ ୧୪୪ ଲାଗୁ, କାର୍ଯ୍ୟରେ ଅବହେଳା ପାଇଁ ୪ ପୋଲିସ କର୍ମଚାରୀଙ୍କୁ ବଦଳି

ବ୍ରହ୍ମପୁର: ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ରାଜନୈତିକ ହିଂସାକାଣ୍ଡ ଘଟଣାରେ ୮ ଜଣଙ୍କୁ ଗିରଫ କଲା ପୋଲିସ। ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି। ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଆକ୍ରମଣରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କର୍ମୀଙ୍କ ମୃତ୍ୟୁ ହୋଇଛି। ଘଟଣାକୁ…

ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଲେ ରମାରଞ୍ଜନ ବଳିୟାରସିଂହ

ଭୁବନେଶ୍ୱର: ବିଜେପିରୁ ଇସ୍ତଫା ଦେବା ପରେ ବିଜେଡିରେ ମିଶିଲେ ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ । ଆଜି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ଦଳରେ ଯୋଗଦେଲେ ରମା ରଞ୍ଜନ । ଏହି ସମୟରେ ତାଙ୍କୁ ଉପଢୌକନ ଓ ପୁଷ୍ପ ଗୁଚ୍ଛ…

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ବୋତଲ, ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ

ବ୍ରହ୍ମପୁର: ଖଲ୍ଲିକୋଟ ନିର୍ବାଚନୀ ହିଂସାକାଣ୍ଡ ଘଟଣାରେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ କରିଛନ୍ତି ଆନ୍ଦୋଳନକାରୀମାନେ । ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ି ଘେରିଲେ ଲୋକେ । ପୋଲିସ ଗାଡ଼ିକୁ ପଥର ମାଡ଼ ସହ ପାଣି ବୋତଲ ମାଡ଼ କଲେ । ଲୋକଙ୍କ ପଥର ମାଡ଼ରେ ପୋଲିସ ଭ୍ୟାନ୍‌ର…

ସମ୍ବିଧାନ ପରିବର୍ତ୍ତନ କରିବା ବ୍ୟକ୍ତି ଆଜି ସମ୍ବିଧାନର ପ୍ରସଙ୍ଗ ଉଠାଉଛନ୍ତି: କଂଗ୍ରେସ ଉପରେ ସୁଦର୍ଶନ ତ୍ରିବେଦୀଙ୍କ…

ନୂଆଦିଲ୍ଲୀ: ସମ୍ବିଧାନ ବଦଳାଇଥିବା ବିରୋଧୀଙ୍କ ଅଭିଯୋଗ ଉପରେ ବିଜେପିର ରାଜ୍ୟସଭା ସାଂସଦ ସୁଦର୍ଶନ ତ୍ରିବେଦୀ ଦୃଢ ଆକ୍ରମଣ କରିଛନ୍ତି। ସେ କହିଛନ୍ତି ଯେ ଆଜି ଦେଶକୁ କହିବାର ଆବଶ୍ୟକତା ରହିଛି ଯେ କେଉଁ ସମୟରେ ଦେଶର ସମ୍ବିଧାନ ବିପଦରେ ପଡିଥିଲା ​​ଏବଂ କେତେଥର ଏହା ପରିବର୍ତ୍ତନ…