Latest Odisha News

BREAKING NEWS

ଏପଟେ ଓଡ଼ିଆ ଅସ୍ମିତାର କଥା କହୁଛନ୍ତି, ସେପଟେ ମୁଖ୍ୟମନ୍ତ୍ରୀଙ୍କୁ ଗାଳି ଦେଉଛନ୍ତି ବାହାର ରାଜ୍ୟର ନେତା: ପାଣ୍ଡିଆନ

ବଲାଙ୍ଗୀର: ସାଧାରଣ ନିର୍ବାଚନ ପାଇଁ ନେତାମାନଙ୍କ ଜୋରଦାର ପ୍ରଚାର ଜାରିରହିଛି । ଏହି ଅବସରରେ ଆଜି ଅର୍ଥାତ ଗୁରୁବାର ଟିଟଲାଗଡ଼ରେ ବିଜେଡି ନେତା ଭିକେ ପାଣ୍ଡିଆନ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ବିରୋଧି ଦଳ ଉପରେ ଖୁବ୍ ବର୍ଷିଛନ୍ତି । ପାଣ୍ଡିଆନ କହିଛନ୍ତି,…

କାର୍ଯ୍ୟରତ ଡାକ୍ତରଙ୍କୁ ନିର୍ଦ୍ଧୂମ ଛେଚିଲେ ରୋଗୀଙ୍କ ସମ୍ପର୍କୀୟ

ସୋର: ଡାକ୍ତରଙ୍କୁ ଖୁବ୍ ପିଟିଲେ ରୋଗୀଙ୍କ ସମ୍ପର୍କୀୟ । କାର୍ଯ୍ୟରତ ଡାକ୍ତରଙ୍କୁ ରୋଗୀ ସମ୍ପର୍କୀୟ କଲେ ସଂଘବଦ୍ଧ ଆକ୍ରମଣ । ଏଭଳି ଅଭିଯୋଗ ଆସିଛି ବାଲେଶ୍ବର ଜିଲ୍ଲା ସୋର, ଅଡ଼ା ପ୍ରାଥମିକ ଚିକିତ୍ସାଳୟରୁ । ଚିକିତ୍ସାଳୟରେ କାର୍ଯ୍ୟରତ ଥିବା ଡାକ୍ତରଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ…

‘କେଜ୍ରିୱାଲ ଭ୍ରଷ୍ଟାଚାର ବୋତଲରେ ମହିଳାଙ୍କ ସମ୍ମାନକୁ ବନ୍ଦ କରି ମଦ ପରଷୁଛନ୍ତି’

ନୂଆଦିଲ୍ଲୀ: କେଜ୍ରିୱାଲ ଭ୍ରଷ୍ଟାଚାର ବୋତଲରେ ମହିଳାଙ୍କ ସମ୍ମାନକୁ ବନ୍ଦ କରି ମଦ ପରଷୁଛନ୍ତି । ଏଠି ପ୍ରଶ୍ନ ଉଠୁଛି ଯେ, ସ୍ବାତୀ ମାଲିୱାଲଙ୍କ ଉପରେ ଚାପ ପକାଯାଇ କୌଣସି ସ୍ଥାନରେ ଲୁଚାଇ ରଖାଯାଇଥିଲା କି? ସ୍ବାତୀ ଜଣେ ମହିଳା ଏବଂ ମହିଳା ସମ୍ମାନ ପାଇଁ ଦଳଗତ ରାଜନୀତିରୁ ଉପରେ ବିଜେପି…

ନାମାଙ୍କନ ଭରିଥିବା ହାସ୍ୟ ଅଭିନେତା ଶ୍ୟାମ ରଙ୍ଗୀଲାଙ୍କ ପ୍ରାର୍ଥିପତ୍ର ଖାରଜ

ଲକ୍ଷ୍ନୋ: ନିର୍ବାଚନ ଆୟୋଗ ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିପକ୍ଷରେ ନାମାଙ୍କନ ଭରିଥିବା ହାସ୍ୟ ଅଭିନେତା ଶ୍ୟାମ ରଙ୍ଗୀଲାଙ୍କ ପ୍ରାର୍ଥିପତ୍ର ଖାରଜ କରିଛନ୍ତି । ରଙ୍ଗୀଲା  ବାରାଣାସୀ ଲୋକସଭା ନିର୍ବାଚନମଣ୍ଡଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବ ମେ ୧୪ରେ  ନିଜର…

‘ଶପଥ ନେଲା ପରେ ପ୍ରତିଶ୍ରୁତି ପୂରଣ କରୁ, ଏହା ମୋଦୀଙ୍କ ଗ୍ୟାରେଣ୍ଟି’

ବେଲପାହାଡ: ‘ମୋଦୀଙ୍କ ଗ୍ୟାରେଣ୍ଟି ଫେଲ୍ ହୁଏନି, ଶପଥ ନେଲା ପରେ ପ୍ରତିଶ୍ରୁତି ପୂରଣ କରିଛୁ । ପ୍ରଧାନମନ୍ତ୍ରୀ ଯେଉଁ ଗ୍ୟାରେଣ୍ଟି ଦିଅନ୍ତି ତାହା କେବେ ଫେଲ୍ ହୁଏ ନାହିଁ ।’ ଓଡିଶାବାସୀଙ୍କୁ ଉଦ୍ବୋଧନ ଦେଉଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ବଶର୍ମା । ଆଜି ଝାରୁସୁଗୁଡା…

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ଘଟଣାରେ ୮ ଗିରଫ

ବ୍ରହ୍ମପୁର: ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ରାଜନୈତିକ ହିଂସାକାଣ୍ଡ ଘଟଣାରେ ୮ ଗିରଫ। ଆକ୍ରମଣକାରୀଙ୍କ ମଧ୍ୟରୁ ୮ ଜଣଙ୍କୁ ଗିରଫ କଲା ପୋଲିସ। ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ହଣାହଣି ଭଳି ଘଟଣା ଦେଖିବାକୁ ମିଳିଥିଲା। ଉଭୟ…

ଅବସର କେବେ ନେବେ ସୂଚନା ଦେଲେ କୋହଲି

ବେଙ୍ଗାଲୁର: ଭାରତୀୟ କ୍ରିକେଟର ମହାନ ଖେଳାଳି ବିରାଟ କୋହଲି ଚଳିତ ଆଇପିଏଲରେ ଜବରଦସ୍ତ ଫର୍ମରେ ରହିଛନ୍ତି । ସେ ୧୩ ମ୍ୟାଚରୁ ୬୬୧ ରନ କରିଛନ୍ତି । ଆଗକୁ ଟି୨୦ ବିଶ୍ୱକପରେ ତାଙ୍କଠାରୁ ସ୍ମରଣୀୟ ପ୍ରଦର୍ଶନ ଆଶା କରାଯାଉଛି । ଏବେ ସେ ଆନ୍ତର୍ଜାତୀୟ କ୍ରିକେଟରୁ କେବେ ଅବସର ନେବେ ସେ…

‘ସାଧାରଣ ଲୋକଙ୍କ ଟଙ୍କାରେ ଦେଶର ଗରିବ ଲୋକଙ୍କୁ ମାଗଣା ରାସନ ଦେଇ ବାଃ ବାଃ ନେଉଛି ବିଜେପି’

ନୂଆଦିଲ୍ଲୀ: କୋରୋନା ଅବଧି ପରଠାରୁ କେନ୍ଦ୍ରରେ ବିଜେପି ସରକାର ଗରିବ ପରିବାର ପାଇଁ ମାଗଣା ରାସନ ପାଇଁ ବ୍ୟବସ୍ଥା କରିଛନ୍ତି, ଯାହା ଏବେବି ଜାରି ରହିଛି । ଏଥି ସହିତ, ବିଜେପିର ଏହି ଯୋଜନା ପରେ କଂଗ୍ରେସ ବର୍ତ୍ତମାନ କହିଛି ଯେ ଯଦି ଆମେ ସରକାର କରିବୁ, ତେବେ ବିଜେପିର ୫ କିଲୋଗ୍ରାମ ରାସନ…

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର, ନବୀନ ବାବୁଙ୍କୁ ଆରାମ ଦରକାର: ଜେପି ନଡ୍ଡା

ଭୁବନେଶ୍ୱର: ରାଜଧାନୀ ରାଜରାସ୍ତାରେ ନିଜର ପାୱାର ସୋ କରି ନବୀନ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆଜି ସକାଳ ପାଖାପାଖି ୧୦ ଟା ବେଳକୁ ମାଉସୀ ମା ମନ୍ଦିରଠାରୁ ନିଜର କର୍ମୀ ଓ ସହଯୋଗୀଙ୍କ ସହିତ ରୋଡ ସୋ ଆରମ୍ଭ କରିଥିଲେ ନଡ୍ଡା। ଏହାପରେ ସେ…

ଅବସର ଘୋଷଣା କଲେ ଭାରତର ମହାନ ଫୁଟବଲ ଖେଳାଳି ସୁନୀଲ ଛେତ୍ରୀ

ନୂଆଦିଲ୍ଲୀ: ଭାରତୀୟ ଟିମର ଅଧିନାୟକ ତଥା ମହାନ ଖେଳାଳି ସୁନୀଲ ଛେତ୍ରୀ ଆନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି । ଜୁନ ୬ରେ ଖେଳାଯିବାକୁ ଥିବା କୁଏଟ ବିପକ୍ଷ ମୁକାବିଲା ତାଙ୍କ ଆନ୍ତର୍ଜାତୀୟ କ୍ୟାରିୟରର ଶେଷ ମ୍ୟାଚ ହେବ । ସୋସିଆଲ ମିଡିଆ ଆକାଂଉଟ ମାଧ୍ୟମରେ ସେ ତାଙ୍କ ପ୍ରଶଂସକଙ୍କୁ…