ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କାରେ ୧୪ ଆହତ, ୪ ଜଣଙ୍କ ଅବସ୍ଥା ଗୁରୁତର
ଯାଜପୁର: ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କାରେ ୧୪ ଆହତ। ଯାଜପୁର ସଦରଥାନା ବରୁହାଁ କବୀରପୁରଠାରେ ବସ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୧୪ ଜଣ ଆହତ ହୋଇଥିବା କୁହାଯାଉଛି। ଆହତଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ସମସ୍ତ ଗୁରୁତର ଆହତଙ୍କୁ ଜିଲ୍ଲା…