ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ ଡାକରା ଦେଲା ‘ଇଣ୍ଡିଆ’ ମେଣ୍ଟ
ଭୁବନେଶ୍ୱର: ରାଜ୍ୟରେ ଶାସକ ବିଜେପି ସରକାର ବିରୋଧରେ ବଡ଼ ଧରଣର ଆନ୍ଦୋଳନ ଲାଗି ଅଣ୍ଟା ଭିଡ଼ିଛି କଂଗ୍ରେସ ଓ ବିରୋଧୀ ‘ଇଣ୍ଡିଆ’ ମେଣ୍ଟ । ଆସନ୍ତା ଅକ୍ଟୋବର ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ। ଓଡ଼ିଶା ବନ୍ଦରେ ସାମିଲ୍ ହେବାକୁ…