କେନ୍ଦ୍ର କ୍ୟାବିନେଟର ସୁପାରିଶ କ୍ରମେ ସପ୍ତଦଶ ଲୋକସଭା ଭଙ୍ଗ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ: ୧୭ ତମ ଲୋକସଭା ଭଙ୍ଗ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଇସ୍ତଫା ପତ୍ର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ପ୍ରଦାନ କରିଛନ୍ତି । ଏହା ପରେ କେନ୍ଦ୍ର କ୍ୟାବିନେଟ୍ ର ସୁପାରିଶ କ୍ରମେ ରାଷ୍ଟ୍ରପତି ଲୋକସଭା ଭଙ୍ଗ କରିଛନ୍ତି ।…