ବ୍ରହ୍ମଗିରିରୁ ବିଜେପି ପ୍ରାର୍ଥୀ ଉପାସନାଙ୍କ ବାଜିମାତ୍
ବ୍ରହ୍ମଗିରି: ବ୍ରହ୍ମଗିରିରେ ବିଜେପି ପ୍ରାର୍ଥୀ ଉପାସନା ମହାପାତ୍ର ବିଜୟୀ । ବିଜେଡି ପ୍ରାର୍ଥୀ ଉମା ସାମନ୍ତରାୟଙ୍କୁ ପରାସ୍ତ କଲେ ଉପାସନା ।
ଦିବଙ୍ଗତ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ଝିଅ ଉପାସନା ମହାପାତ୍ରଙ୍କୁ ଏଥର ମଇଦାନକୁ ଓହ୍ଲାଇଥିଲା ବିଜେପି । ଗତଥର ଦାଦା ଲଳିଟେନ୍ଦୁ…