ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ, ପାସ୍ କରିଛନ୍ତି ୮୭.୯୮ ପ୍ରତିଶତ ଛାତ୍ରଛାତ୍ରୀ
ଭୁବନେଶ୍ବର: ପ୍ରକାଶ ପାଇଲା ଚଳିତ ବର୍ଷ ସିବିଏସଇ ଦ୍ବାଦଶ ପରୀକ୍ଷା ଫଳ । ଛାତ୍ରଛାତ୍ରୀମାନେ results.cbse.nic.in, cbse.gov.in କିମ୍ବା cbseresults.nic.in ୱେବ୍ସାଇଟ୍ରୁ ରେଜଲ୍ଟ ଦେଖିପାରିବେ । ଏଥର ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ଏହା ମଧ୍ୟରୁ ଝିଅଙ୍କ ପାସ୍ ହାର…