ଓଡିଶା ବିଧାନସଭାରେ ଟ୍ରେଣ୍ଡରେ ବିଜେପି,ଓଡ଼ିଶାରେ ବଦଳିପାରେ ସମୀକରଣ !
ଭୁବନେଶ୍ବର: ୨୨୦୨୪ ସାଧାରଣ ନିର୍ବାଚନ ପାଇଁ ଚାଲିଛି ଭୋଟ୍ ଗଣତି । ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ବିଜେପି ଆଗକୁ ଆଗକୁ ମାଡ଼ି ଚାଲିଛି । ସିଟ ସଂଖ୍ୟା ତୁଳନାରେ ବିଜେଡି ବହୁ ପଛରେ ଚାଲିଛି ।
ଏପର୍ଯ୍ୟନ୍ତ ଓଡିଶା ବିଧାନସଭାରେ ବିଜେପିର ଆସନ:
ଭୁବନେଶ୍ବର ଏକାମ୍ରରେ ବିଜେପି…