Latest Odisha News

BREAKING NEWS

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର: ୧୩ ମୃତ, ୧୫ ଗୁରୁତର

ଭୋପାଳ: ମଧ୍ୟପ୍ରଦେଶ ରାଜଗଡ଼ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର। ଘଟଣାସ୍ଥଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକମାନେ ଏକ ଗାଁର ହୋଇଥିବା ବେଳେ ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ଯାଉଥିବା ବେଳେ ଏହି…

ନିର୍ମାଣାଧିନ ବ୍ରିଜରୁ ଖସିଲା ବୋଲେରୋ, ୨ ମୃତ

ସମ୍ବଲପୁର: ନିର୍ମାଣାଧିନ ବ୍ରିଜରୁ ଖସିଲା ବୋଲେରୋ । ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ସମ୍ବଲପୁର ଏନ୍ଏଚ୍ ୫୫ ଝାଙ୍କରପାଲୀ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତାହତଙ୍କ ପରିଚୟ ମିଳିନାହିଁ। ଗତକାଲି ବିଳମ୍ବିତ ରାତିରେ ଛତିଶଗଡର…

ତାତିରୁ ମିଳିଲା ଆଶ୍ୱସ୍ତି, ପ୍ରବଳ ବର୍ଷାରେ ଡୁବିଲା ଟ୍ୱିନସିଟି

ଭୁବନେଶ୍ୱର: କାଳବୈଶାଖୀ ଯୋଗୁଁ ଅସମ୍ଭାଳ ଗ୍ରୀଷ୍ମ ସହ ଗୁଳୁଗୁଳିରୁ ମିଳିଲା ମୁକ୍ତି । ଗତକାଲି ଟ୍ୱିନସିଟି ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ରାଜଧାନୀ ସମେତ ବିଭିନ୍ନ ଅଞ୍ଚଳରେ ନିର୍ଧୁମ ବର୍ଷିଛି। ଟୁଇନସିଟିରେ ଅସମ୍ଭାଳ ଗ୍ରୀଷ୍ମ ସହ ଗୁଳୁଗୁଳିରୁ…

ଟି୨୦ ବିଶ୍ୱକପର ରୋମାଂଚକ ରେକର୍ଡ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ କ୍ରିକେଟର ୨୦୨୪ ସଂସ୍କରଣ ଆରମ୍ଭ ହୋଇଯାଇଛି । ଜୁନ ୫ରେ ଆୟର୍ଲାଣ୍ଡ ବିପକ୍ଷରେ ଭାରତ ତାର ଅଭିଯାନ ଆରମ୍ଭ କରିବ । ଏହା ପରେ ୯ଜୁନରେ ହାଇ ଭୋଲଟେଜ ଭାରତ-ପାକିସ୍ତାନ ମ୍ୟାଚ ଖେଳାଯିବ । ୨୦୦୭ ପ୍ରଥମ ସଂସ୍କରଣରେ ଭାରତ ଚାମ୍ପିୟନ ହୋଇଥିଲା । ଏହା ପରେ ଇଂଲଣ୍ଡ ଓ…

ମୋ ବସର କଣ୍ଡକ୍ଟରଙ୍କୁ ଆକ୍ରମଣ, ଯାତ୍ରୀଙ୍କୁ ଗିରଫ କରିବା ଦାବିରେ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଜଣେ ଯାତ୍ରୀ ୧୬ନମ୍ବର ମୋ ବସ୍‌ କଣ୍ଟକ୍ଟରଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ମାଷ୍ଟର କ୍ୟାଣ୍ଟିନରେ ମୋ ବସ ଅଟକାଇ ଆନ୍ଦୋଳନ କରୁଛନ୍ତି ସମସ୍ତ ବସ ଡ୍ରାଇଭର ଓ କଣ୍ଡକ୍ଟର। ସୂଚନାନୁସାରେ, କ୍ରୁଟ ଦ୍ୱାରା ପରିଚାଳିତ ମୋ ବସ୍…

୪୫ ମିନିଟ ଭିତରେ କୋରାପୁଟରେ ୨୯ ହଜାର ଥର ବଜ୍ରପାତ, କାଳବୈଶାଖୀ ନେଇ ୧୧ ଜିଲ୍ଲାକୁ ସତର୍କ ଘଣ୍ଟି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ। ଏହାରି ସାଙ୍ଗରେ ସନ୍ଧ୍ୟାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଆଜି ସନ୍ଧ୍ୟାରେ ଭୁବନେଶ୍ୱର ସମେତ ରାଜ୍ୟର ଅନେକ ସ୍ଥାନରେ ବଜ୍ରପାତ ଏବଂ ଘୂର୍ଣ୍ଣିଝଡ଼ ଦେଖିବାକୁ ମିଳିଛି। ପବନର ବେଗ ଘଣ୍ଟା ପ୍ରତି ୫୦ କିଲୋମିଟର ବହୁଛି। ତେବେ…

ବିବାହ ବନ୍ଧନରେ ଆବଦ୍ଧ ହେଲେ କ୍ରିକେଟର ଭେଙ୍କେଟେଶ ଆୟାର

ନୂଆଦିଲ୍ଲୀ:ଅଲରାଉଣ୍ଡର ଭେଙ୍କେଟେଶ ଆୟାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଶ୍ରୁତି ରଘୁନାଥନ ତାଙ୍କ ଜୀବନସାଥୀ ହୋଇଛନ୍ତି । ଗତ ବର୍ଷ ନଭେମ୍ବରରେ ଉଭୟଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଥିଲା । ଭେଙ୍କେଟେଶ ଓ ଶ୍ରୁତିଙ୍କ ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରାଯିବା ପରେ ଏହା ଏବେ ଭାଇରାଲ…

ଏକଜିଟ୍ ପୋଲ୍‌କୁ ଜାଲ୍ କହିଲେ ମମତା, ଟିଭିରେ ଦେଖାଯାଉଥିବା ଆସନ ସଂଖ୍ୟାଠାରୁ ଟିଏମସି ଦୁଇଗୁଣ ଜିତିବ

କୋଲକାତା: ସମଗ୍ର ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍ ଶାନ୍ତିପୂର୍ଣ୍ଣ ଭାବରେ ସମାପ୍ତ ହୋଇଛି। ଜୁନ୍ ୪ରେ ନିର୍ବାଚନ ଫଳାଫଳ ଘୋଷଣା ହେବାକୁ ଯାଉଛି। କିନ୍ତୁ ଏହାପୂର୍ବରୁ, ଏକଜିଟ୍ ପୋଲ୍ ଆକଳନ ଆସିବା ସହିତ ଦେଶର ରାଜନୈତିକ ମାହଲରେ ଚର୍ଚ୍ଚା ବୃଦ୍ଧି ପାଇଛି। ଏନଡିଏ ଏବଂ ଇଣ୍ଡିଆ…

ଦେଶରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

ନୂଆଦିଲ୍ଲୀ: ଦେଶରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନେଇ ସମୀକ୍ଷା ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ଦେଶରେ ଜାରି ରହିଥିବା ଗ୍ରୀଷ୍ମ ପ୍ରବାହର ସ୍ଥିତି ଏବଂ ମୌସୁମୀର ଆଗମନକୁ ନେଇ ଏହି ବୈଠକରେ ଆଲୋଚନା କରାଯାଇଥିଲା । ଆଇଏମଡିର ପୂର୍ବାନୁମାନ…

ସାମୁଦ୍ରିକ ଝଡ଼ ‘ରେମାଲ’ର ପ୍ରଭାବ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ନୂଆଦିଲ୍ଲୀର ୭ ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ବାତ୍ୟା 'ରେମାଲ'ର ପ୍ରଭାବ ର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏହି ବୈଠକରେ ପ୍ରଭାବିତ ରାଜ୍ୟଗୁଡ଼ିକ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ମିଜୋରାମ, ଆସାମ, ମଣିପୁର, ମେଘାଳୟ ଓ…