ଫେଡରରଙ୍କ ରେକର୍ଡ ସହ ସମକକ୍ଷ ହେଲେ ଜୋକୋଭିଚ
ପ୍ୟାରିସ: ଚଳିତ ଫ୍ରେଂଚ ଓପନ ଅବସରରେ ସର୍ବିୟାର ଷ୍ଟାର ଟେନିସ ଖେଳାଳି ନୋଭାକ ଜୋକୋଭିଚ ଆଉ ଏକ କୀର୍ତିମାନ ସ୍ଥାପନ କରିଛନ୍ତି । ଗ୍ରାଣ୍ଡସ୍ଲାମ ଟେନିସରେ ସେ ୩୬୯ତମ ବିଜୟ ହାସଲ କରି ରୋଜର ଫେଡେରରଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ତୃତୀୟ ରାଉଣ୍ଡର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ…