ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ
ଭୁବନେଶ୍ବର: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ପ୍ରାର୍ଥି ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ଖାରଜ । ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨ ।
ବୁଥ୍ ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ଶୁକ୍ରବାର …