ରାଉରକେଲା ସରକାରୀ ଡାକ୍ତରଖାନାରେ ସାଢ଼େ ୬ ଘଣ୍ଟା ଭିତରେ ୧୦ ଜଣଙ୍କ ମୃତ୍ୟୁ
ସୁନ୍ଦରଗଡ: ରାଉରକେଲା ସରକାରୀ ଡାକ୍ତରଖାନା (ଆରଜିଏଚ୍)ରେ ଅପରାହ୍ନ ସାଢ଼େ ଗୋଟାଏରୁ ରାତି ୮ଟା ମଧ୍ୟରେ ସାଢ଼େ ୬ ଘଣ୍ଟା ମଧ୍ୟରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ହସ୍ପିଟାଲର ଭାରପ୍ରାପ୍ତ ଅଧୀକ୍ଷକ ଡାକ୍ତର ସୁଧାରାଣୀ ପ୍ରଧାନ ଏହି ସୂଚନା ଦେଇଛନ୍ତି।
ମୃତକଙ୍କ ମଧ୍ୟରୁ ୮ ଜଣଙ୍କୁ ପୂର୍ବରୁ ମୃତ…