୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ
ନୂଆଦିଲ୍ଲୀ: ୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ , ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ନେଇ ପାଗ ଅନୁକୂଳ ରହିଛି । ତେଣୁ ଖୁବଶୀଘ୍ର ମୌସୁମୀ ଛୁଇଁବାନେଇ ପୂର୍ବାନୁମାନ କରାଯାଇଛି ।
ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବରେ ଜୁଲାଇ ମାସରେ…