ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି
କେନ୍ଦ୍ରାପଡା: ଲାଞ୍ଚ ନେବା ପଡିଲା ମହଙ୍ଗା। ଭିଜିଲାନ୍ସ ଜାଲରେ ପଡିଲେ ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ଦ୍ଵାରା ଗିରଫ ହୋଇଛନ୍ତି। ଜମିଜମା ମାମଲାର ସମାଧାନ ଲାଗି ଲାଞ୍ଚ ନେବା ବେଳେ ଧରାପଡ଼ିଥିବା ଜଣାପଡିଛି।…