ଆସନ୍ତା ୧୧ ମେ’ ରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ
ଭୁବନେଶ୍ୱର: ଆସନ୍ତା ମେ' ୧୧ ତାରିଖ ଶନିବାର ଦିନ ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଛି । ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ଅଧ୍ୟକ୍ଷ ତଥା ଜିଲ୍ଲା ଓ ଦୌରାଜଜ୍ ନିଶିଥ୍ ନିଶାଙ୍କଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ସମସ୍ତ ବିଭାଗୀୟ ଅଦାଲତ ଯଥା…