Latest Odisha News

BREAKING NEWS

ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ, ୬ ଆହତ

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମରେ ଥିବା ଏକ ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ। ଏହି ବିସ୍ଫୋରଣରେ ୬ଜଣ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରେ ତିନିଜଣଙ୍କ ଅବସ୍ଥା ଗୁରୁତର ବୋଲି କୁହାଯାଉଛି। ସୂଚନାନୁସାରେ, ଗଞ୍ଜାମର ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌ର ରାସାୟନିକ…

ଭୋଟ୍ ତଥ୍ୟ ଉପରେ ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି, ୪୮ ଘଣ୍ଟାର ସମୟସୀମାକୁ ନେଇ ଏଡିଆରକୁ ଝଟକା

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ସମୟରେ ଭୋଟ୍ ପ୍ରତିଶତ ସଂଖ୍ୟାକୁ ନିଜ ୱେବସାଇଟରେ ଅପଲୋଡ୍ କରିବା ନେଇ ନିର୍ବାଚନ ଆୟୋଗଙ୍କୁ କୌଣସି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଭୋଟ୍ ଶେଷ ହେବାର ୪୮ ଘଣ୍ଟା ମଧ୍ୟରେ ଭୋଟ୍ ତଥ୍ୟ ସାର୍ବଜନୀନ କରାଯିବାକୁ ଦାବି କରି ଆଜି…

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ୨୬ ବର୍ଷ ପରେ ବିନା ହିଂସାରେ ନକ୍ସଲ ଅଞ୍ଚଳରେ ଭୋଟ ଗ୍ରହଣ

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ଏନେଇ ସମସ୍ତ ପ୍ରସ୍ତୁତି ଉପରେ ସୂଚନା ଦେଇଛନ୍ତି ଡିଜିପି ଅରୁଣ ଷଡଙ୍ଗୀ । ସେ କହିଛନ୍ତି, ସୁରକ୍ଷା ବ୍ୟବସ୍ଥା ପାଇଁ ମୁତୟନ ହୋଇଛନ୍ତି ମୋଟ ୩୫ ହଜାର ପୋଲିସ ।  ସେମାନଙ୍କ ଭିତରେ ୨ ହଜାର ୧୬୦ ଜଣ ଏସଆଇ ଓ ଏଏସଆଇ…

ଝାଡ଼ଖଣ୍ଡ ପରେ ଏବେ କେରଳରେ ଡରାଉଛି ବାର୍ଡ ଫ୍ଲୁ

ଥିରୁଅନନ୍ତପୁରମ୍: ଝାଡଖଣ୍ଡ ପରେ ଏବେ କେରଳରେ ବାର୍ଡ ଫ୍ଲୁ ଆତଙ୍କ। ମନାରକାଡରେ ସରକାରୀ ଚାଳିତ ଆଞ୍ଚଳିକ କୁକୁଡ଼ା ଫାର୍ମରେ ଆଭିଆନ ଇନଫ୍ଲୁଏଞ୍ଜା ବା ବାର୍ଡ ଫ୍ଲୁ (H5N1) ସଂକ୍ରମଣ ଜିଲ୍ଲା ପ୍ରଶାସନ ଦ୍ୱାରା ଚିହ୍ନଟ ହୋଇଛି। ଏହା ବ୍ୟାପିବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଇଛି ।…

ଓଡିଶା ଆସୁଛନ୍ତି ସ୍ମ୍ରିତି ଇରାନୀ, ଦଳୀୟ ନେତାଙ୍କ ପାଇଁ କରିବେ ଭୋଟ ଅପିଲ୍

ଭୁବନେଶ୍ବର: ଓଡିଶା ଗସ୍ତରେ ସ୍ମ୍ରିତି ଇରାନୀ । ଆସନ୍ତାକାଲି ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମ୍ରିତି ଇରାନୀ । ରାଜ୍ୟର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ଓଡିଶାରେ ଏଥର ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଘନଘନ ଓଡିଶା ଆସି ପ୍ରଚାର ମଇଦାନ ଜମାଉଛନ୍ତି…

ରିଗିଂ ସନ୍ଦେହ କରି  ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ବର: ସିଏପିଏଫ ମୁତୟନ ପାଇଁ ଅପରାଜିତାଙ୍କ ଚିଠି । ଭୋଟ ରିଗିଂ ରୋକିବାକୁ  ଖୋର୍ଦ୍ଧା ଜିଲ୍ଲାପାଳ ତଥା ରିଟର୍ଣ୍ଣି ଅଫିସରଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା ଷଡଙ୍ଗୀ। ସେ ଏହି ଚିଠିରେ ଲେଖିଛନ୍ତି, ଦୁଇ ଜଣ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ବ୍ୟବହାର କରି କିଛି ପୋଲିଂ…

ୱେଲକମ ଟୁ ଦି ଜଙ୍ଗଲରେ ଜ୍ୟାକିଙ୍କ ଏଂଟ୍ରି

ମୁମ୍ବାଇ: ବହୁ ଚର୍ଚ୍ଚିତ ୱେଲକମ ଟୁ ଦି ଜଙ୍ଗଲ ଫିଲ୍ମରୁ ଅସୁସ୍ଥତା କାରଣ ଯୋଗୁ ସଞ୍ଜୟ ଦତ ଓହରି ଯାଇଛନ୍ତି । ପ୍ଲଟ ସାମାନ୍ୟ ପରିବର୍ତନ କରାଯିବା ପରେ ଜ୍ୟାକି ଶ୍ରଫଙ୍କ ଏଂଟ୍ରି ହୋଇଛି । ପିଙ୍କଭିଲ୍ଲାରେ ପ୍ରକାଶିତ ରିପୋର୍ଟ ଅନୁସାରେ ଜ୍ୟାକି ଶୁଟିଂ ମଧ୍ୟ ଆରମ୍ଭ କରି ଦେଇଛନ୍ତି । ସଞ୍ଜୟ…

୨୬ରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ, ଜାଣନ୍ତୁ କେମିତି ପାଇବେ ରେଜଲ୍ଟ…

କଟକ: ଆସନ୍ତା ୨୬ରେ ପ୍ରକାଶ ପାଇବ ଦଶମ ପରୀକ୍ଷା ଫଳାଫଳ । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବା ବେଳେ ୧୧ଟା ୩୦ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ www.bseodisha.ac.in ରେ ପାଇପାରିବେ । ତେବେ ଯଦି ଇଣ୍ଟରନେଟ୍‌ ସୁବିଧା ନଥାଏ ତାହାଲେ ଛାତ୍ରଛାତ୍ରୀମାନେ…

ଶିମିଳିପାଳରେ ବିରଳ ଦୃଶ୍ୟ: ଏକାଠି ବୁଲୁଛନ୍ତି ଦୁଇ ପ୍ରଜାତିର ବାଘ, ସାତକୋଶିଆ ଗଣ୍ତରେ ୩୫ଟି ଘଡ଼ିଆଳ କୁମ୍ଭୀର ଜନ୍ମ

ଭୁବନେଶ୍ବର: ଶିମିଳିପାଳରୁ ଆସିଲା ବିରଳ ଦୃଶ୍ୟ। ପାଖାପାଖି ଚାଲୁଛନ୍ତି ଦୁଇ ପ୍ରଜାତିର ବାଘ। ଗୋଟେ ସାଧାରଣ ବାଘ ଓ ଅନ୍ୟଟି କଳାବାଘ। ଉଭୟ ପାଖାପାଖି ଥିବାର ଫଟୋ ସାମ୍ନାକୁ ଆସିଛି । ସାଧାରଣରେ ଏହି କଳାବାଘ ଓ ମହାବଳ ଏକାଠି ରୁହନ୍ତି ନାହିଁ। ତେଣୁ ଏହାକୁ ବିରଳ ଚିତ୍ର ବୋଲି କୁହାଯାଉଛି ।…

ଲାଙ୍ଗର, ପଂଟିଂ କୋଚ ହେବା ଖବରକୁ ଜୟ ଶାହଙ୍କ ଖଣ୍ଡନ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ କ୍ରିକେଟ ପରେ ଟିମ ଇଣ୍ଡିଆର କୋଚ ଭାବେ ରାହୁଲ ଡ୍ରାଭିଡଙ୍କ କାର୍ଯ୍ୟକାଳ ଶେଷ ହୋଇଯିବ । ବିିସିସିଆଇ ବିଧିବଦ୍ଧ ଭାବେ ଏହି ପଦ ପାଇଁ ଆବେଦନ ଘୋଷଣା କରି ସାରିଛି । ବିଭିନ୍ନ ଗଣମାଧ୍ୟରେ ଜଷ୍ଟିନ ଲାଙ୍ଗର ଓ ରିକି ପଂଟିଂ କୋଚ ହେବାକୁ ଯାଉଛନ୍ତି ବୋଲି ଖବର ପ୍ରକାଶ…