୨୬ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳାଫଳ
ଭୁବନେଶ୍ବର: ଆସନ୍ତା ମେ ୨୬ରେ ପ୍ରକାଶ ପାଇବ ଚଳିତ ବର୍ଷ ସିଏଚସିଇ ଦ୍ବାଦଶ ରେଜଲ୍ଟ । ୨୬ ତାରିଖ ଅପରାହ୍ଣ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ ପାଇପାରିବେ । www.orissaresult.nic.in ପ୍ରକାଶ ପାଇବ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ସିଏଚସିଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ ।…