Students Ill: ଝିଟିପିଟି ପଡିଥିବା ଖାଦ୍ୟ ଖାଇ ୫୦ରୁ ଉର୍ଧ୍ବ ଛାତ୍ରୀ ଅସୁସ୍ଥ…
କୋରାପୁଟ: ବିଷାକ୍ତ ଖାଦ୍ୟ ଖାଇ ୫୦ରୁ ଊର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ । ସମସ୍ତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଏଭଳି ଘଟଣା ଘଟିଛି କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ବାଉଁଶପୁଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।
ଖବର ମୁତାବକ, ବାଉଁଶପୁଟ ଉଚ୍ଚ ପ୍ରାଥମିକ…