‘ଉଭୟ ବିଧାୟକ ଓ ସାଂସଦ ବିଜେଡିରୁ ହେବା ଦରକାର, ଅନ୍ୟ ଦଳର ହେଲେ ବିକାଶ କାମରେ ବାଧା ଦେବେ’
କେନ୍ଦୁଝର: ଉଭୟ ବିଧାୟକ ଓ ସାସଂଦ ବିଜେଡିରୁ ହେବା ଦରକାର । ଆଉ ଯଦି କିଏ ସାଂସଦ ହୁଅନ୍ତି, ସେ ଅଧିକ ରାଜନୀତି କରି ଯାହା ବି କାମ ଚାଲିଛି ସବୁଥିରେ ମୁଣ୍ଡ ପୁରାଇବେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ବିଜେପି ଦଳ ବିରୋଧ କରି ହାଇକୋର୍ଟ, ସୁପ୍ରିମ କୋର୍ଟ ପର୍ଯ୍ୟନ୍ତ ଯାଇଥିଲା,…