ବିଜେପିରୁ ଖାରବେଳ ସ୍ୱାଇଁ ବହିଷ୍କୃତ, ସମୀର ଦାଶ ହେଲେ ରାଜ୍ୟ ବିଜେପି ମୁଖପାତ୍ର
ଭୁବନେଶ୍ୱର: ବାଲେଶ୍ୱରରୁ ସ୍ବାଧୀନ ଭାବେ ସାଂସଦ ପ୍ରାର୍ଥୀ ହୋଇଥିବା ଖାରବେଳ ସ୍ୱାଇଁଙ୍କୁ ବିଜେପି ଆଜି ବହିଷ୍କାର କରିଛି। ଦଳ ବିରୋଧୀ କାମ ପାଇଁ ବହିଷ୍କାର କରିଛି ଦଳ। ସେ ବାଲେଶ୍ୱର ଲୋକସଭା ଆସନ ପାଇଁ ଟିକେଟ୍ ଚାହୁଁଥିଲେ ଦଳ କିନ୍ତୁ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ରିପିଟ୍ କରିଛି…