ଆରମ୍ଭ ହେଲା ମୋଦୀଙ୍କ ମେଗା ରୋଡ ସୋ’, ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ
ପୁରୀ: ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ ସାରିବା ପରେ ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମେଗା ରୋଡ୍ ସୋ’। ମରିଚିକୋଟ ଛକରୁ ରୋଡ୍ ସୋ'ରେ ବାହାରିଲେ ମୋଦୀ। ମୋଦୀଙ୍କ ରୋଡ୍ ସୋ’ରେ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ। ତାଙ୍କ ସହ ଅଛନ୍ତି ମନମୋହନ ସାମଲ, ପୁରୀ ଲୋକସଭା ସାଂସଦ…