‘ଭୁଲ ରାଜନୈତିକ ବୁଝାମଣାରୁ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଠକେଇ ଅଭିଯୋଗ’, ମାମଲା ପ୍ରତ୍ୟାହାର…
ବ୍ରହ୍ମପୁର: ବହୁ ଚର୍ଚ୍ଚିତ ଟାଟା କମ୍ପାନିରେ ନିଯୁକ୍ତି ନାଁରେ ଠକେଇ ମାମଲାରେ ଚର୍ଚ୍ଚାକୁ ଆସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଅଭିଯୋଗକାରୀ ସତ୍ୟପାଠ ଦାଖଲ କରିଛନ୍ତି। ଭୁଲ୍ ରାଜନୈତିକ ବୁଝାମଣା ଯୋଗୁଁ ସେ ଏତଲା…